Loading video...

Video Failed to Load

Go Home

'ମୁଖ୍ୟମନ୍ତ୍ରୀ କନ୍ୟା ବିବାହ' ଯୋଜନାରେ ଝିଅ ବିବାହ ପାଇଁ ମିଳିବ ସହାୟତା। ଏହି ଆର୍ଥିକ ସହାୟତା ଝିଅ ବିବାହ ସମୟରେ ଗରିବ ବାପା, ମା’ଙ୍କ ଆର୍ଥିକ କଷ୍ଟ ଲାଘବ କରିବ। #ବିକଶିତଓଡ଼ିଶା

11 Comments

Sanjib Nayak's profile picture
Sanjib Nayak1 year ago

Are you giving all these from your picket, Mr. Chief Minister ?? If the answer is NO, then you don’t need to project it as a favour you or your govt is doing. We need development/ infrastructure, not these freebies

Solar Heavy's profile picture
Solar Heavy1 year ago

- Come Around

Sai ( ସାଇ )🇮🇳⚔️'s profile picture
Sai ( ସାଇ )🇮🇳⚔️1 year ago

ବହୁତ୍ ବଢିଆ ଯୋଜନା । କିନ୍ତୁ ଯେପରି ଧନୀ ଲୋକ ମାନେ ଏହାର ଫାଇଦା ନ ଉଠାଇ ନିଅନ୍ତି , ତାହା ଉପରେ ଧ୍ୟାନ ଦେବା ପାଇଁ ଅନୁରୋଧ । 🙏

SIBASIS HOTA's profile picture
SIBASIS HOTA1 year ago

Faltu kam re paisa barbaad Kariba ku bhal lage bodhe.

avishekkanungo@gmail.com's profile picture

ଶଳା ଦେଶରେ ଏମିତି ଅବସ୍ଥାରେ ଏଈ ଭାଡୁଆ ରାଜନୀତି କରୁଛି

Saroj Kumar Nayak's profile picture
Saroj Kumar Nayak1 year ago

ଗୋରୀ କନ୍ୟା ମିଳିବା ଆଜିକାଲି ବହୁତ କଷ୍ଟ ସେଥିପାଇଁ ଗୋଟେ ଯୋଜନା କଲେ ବହୁତ ବିବାହ ଯୋଗ୍ୟ ପୁଅ ମାନେ ବି ବହୁତ ଉପକୃତ ହୁଅନ୍ତେ 😜

Sipun Behera's profile picture
Sipun Behera1 year ago

satyajit parija's profile picture
satyajit parija1 year ago

Ki mitha sunibaku bahut bhala laguche ....

Snehashis Das's profile picture
Snehashis Das1 year ago

Sir, we voters has voted your party to avoid such kind of frebees instead to focus on state's welfare and help the state in actual development. It's close to year, let's see how the state is being taken care! Neither your police dept. nor any other dept. listens the common pple.

Das's profile picture
Das1 year ago

ଜୟ ଜଗନ୍ନାଥ 🙏🙏🙏

Ratikanta Jena's profile picture
Ratikanta Jena1 year ago

Why these freebie announcements at the time of war like situations ? Very poor timing

Related Videos

ଆଜି ପବିତ୍ର ନୂଆଁଖାଇ ପର୍ବ ଅବସରରେ ରାଜ୍ୟର ୪୪ ଲକ୍ଷ ୫୬ ହଜାର ଚାଷୀ ପରିବାର କାଳିଆ ସହାୟତା ପାଇଛନ୍ତି। ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନଫରେନ୍ସ ଜରିଆରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଏହି ସହାୟତା ପ୍ରଦାନ କରିଛନ୍ତି। ରବି ଫସଲ ପାଇଁ ଏହି ସହାୟତା ଦିଆଯାଇଛି। ପ୍ରତ୍ୟେକ ଚାଷୀ ପରିବାରଙ୍କ ବ୍ୟାଙ୍କ୍ ଆକାଉଣ୍ଟ କୁ ୨୦୦୦ ଟଙ୍କା ଦିଆ ଯାଇଛି। ଏଥିରେ ୪୩ ଲକ୍ଷ ୮୮ ହଜାର କ୍ଷୁଦ୍ର ଓ ନାମ ମାତ୍ର ଚାଷୀ ଥିବା ବେଳେ ୬୮ ହଜାର ୭୫୦ ଜଣ ଭୂମି ହୀନ ଚାଷୀ ପରିବାର ଅଛନ୍ତି। ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ନୂଆଁଖାଇର ଶୁଭେଚ୍ଛା ଜଣାଇ କହିଲେ ଯେ ଚାଷୀ ଆମର ଗୌରବ। ରାଜ୍ୟର ଚାଷୀ ପରିବାର ସମ୍ମାନର ସହ, ସ୍ୱାଭିମାନର ସହ ବଂଚୁ ବୋଲି ସେ ଚାହାନ୍ତି। ବିକାଶର ସୁଫଳରେ ଚାଷୀ ସାମିଲ ହେଉ ବୋଲି ସେ କହିଛନ୍ତି। ଆଜି ପର୍ଯ୍ୟନ୍ତ କାଳିଆ ଯୋଜନାରେ ରାଜ୍ୟର ଚାଷୀ ଭାଇ ଭଉଣୀ ମାନଙ୍କୁ ୧୨,୫୦୦ କୋଟି ଟଙ୍କାର ସହାୟତା ଦିଆ ଯାଇଛି। କାଳିଆ ସହାୟତା ପାଉଥିବା ଚାଷୀ ମାନଙ୍କ ପିଲା ମାନଙ୍କୁ ରାଜ୍ୟ ସରକାର କାଳିଆ ସ୍କଲାରସିପ ଦେଉଛନ୍ତି। କାଳିଆ ସହାୟତାରେ କ୍ଷୁଦ୍ର ଓ ନାମ ମାତ୍ର ଚାଷୀ ମାନଙ୍କୁ କୃଷି ପାଇଁ ବିହନ, ସାର, ରୋଗ ପୋକ ପାଇଁ ଔଷଧ ଓ ଯାନ୍ତ୍ରିକ ଉପକରଣ କିଣିବା ପାଇଁ ସିଧା ସଳଖ ସହାୟତା ଦିଆଯାଉଛି। ଏହା ଦ୍ବାରା ସେମାନେ ଋଣ ଗ୍ରସ୍ତ ହେବାର ସମ୍ଭାବନା ରହୁ ନାହିଁ। #କାଳିଆ

I & PR Department, Odisha

23,872 views • 3 years ago

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ Mohan Charan Majhi, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀଙ୍କ ସହ ଆକାଶମାର୍ଗରୁ ବନ୍ୟାଞ୍ଚଳ ଅନୁଧ୍ୟାନ କରିଛନ୍ତି। ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ, ବନ୍ୟା ପ୍ରଭାବିତ ଅଞ୍ଚଳରେ ଉଦ୍ଧାର, ରିଲିଫ୍ ବଣ୍ଟନ, ପାନୀୟ ଜଳ ଓ ସ୍ୱାସ୍ଥ୍ୟ ସେବା କାର୍ଯ୍ୟକୁ ଯୁଦ୍ଧକାଳୀନ ଭିତ୍ତିରେ ସମ୍ପାଦନ କରାଯାଉଛି। ପ୍ରତ୍ୟେକ ପ୍ରଭାବିତ ନାଗରିକଙ୍କ ନିକଟରେ ସହାୟତା ପହଞ୍ଚାଇବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ଜିଲ୍ଲା ପ୍ରଶାସନ ଓ ସମ୍ପୃକ୍ତ ବିଭାଗଗୁଡ଼ିକୁ ସ୍ପଷ୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହି ପ୍ରତିକୂଳ ସମୟରେ ସରକାର ରାଜ୍ୟବାସୀଙ୍କ ସହ ରହିଛନ୍ତି । ପରିସ୍ଥିତିକୁ ସ୍ୱାଭାବିକ କରିବା ଏବଂ ପ୍ରତ୍ୟେକ କ୍ଷତିଗ୍ରସ୍ତ ପରିବାର ପାଖରେ ସହାୟତା ପହଞ୍ଚାଇବା ପାଇଁ ସମସ୍ତ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରାଯାଉଛି।

CMO Odisha

11,929 views • 1 month ago

ମୁମ୍ବାଇରେ ଶ୍ରମଜୀବୀ ଭାବେ କାର୍ଯ୍ୟ କରୁଥିବା ବାଲେଶ୍ବର ଜିଲ୍ଲା ଖଇରାବ୍ଲକ ଗୋବିନ୍ଦପୁର ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାହାପୁର ଗ୍ରାମର ମୁରଲୀଧର ମହାକୁଡଙ୍କ ଅସୁସ୍ଥତା ବଶତଃ ପରଲୋକ ଘଟିବା ବିଷୟରେ ମୁଖ୍ୟମନ୍ତ୍ରୀ ଅବଗତ ହେବା ପରେ ଜିଲ୍ଲା ପ୍ରଶାସନକୁ ସହାୟତା ଯୋଗାଇ ଦେବା ପାଇଁ ତୁରନ୍ତ ନିର୍ଦ୍ଦେଶ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଜିଲ୍ଲା ପ୍ରଶାସନ ପକ୍ଷରୁ ତାଙ୍କ ମର ଶରୀର ଆମ୍ବୁଲାନ୍‌ସ ଯୋଗେ ଓଡିଶା ଆଣିବା ପାଇଁ ବ୍ୟବସ୍ଥା କରାଯାଇଥିଲା। ଆସନ୍ତାକାଲି ମୁରଲୀଧରଙ୍କ ମର ଶରୀର ତାଙ୍କ ଗ୍ରାମରେ ପହଞ୍ଚିବ। ମୁରଲୀଧରଙ୍କ ପରିବାର ଅତ୍ୟନ୍ତ ଗରିବ। ମୁମ୍ବାଇରୁ ମୁରଲୀଧରଙ୍କ ମର ଶରୀର ଆଣିବା ପାଇଁ ତାଙ୍କ ପରିବାର ପାଖରେ ସମ୍ବଳ ନ ଥିଲା। ମର ଶରୀରକୁ ତାଙ୍କ ଗ୍ରାମକୁ ଆଣି କ୍ରିୟାକର୍ମ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ତାଙ୍କ ପରିବାର ପକ୍ଷରୁ ନିବେଦନ କରାଯାଇଥିଲା। ଆଜି ସଂଧ୍ୟାରେ ମୁଖ୍ୟମନ୍ତ୍ରୀ ମୁରଲୀଧରଙ୍କ ପତ୍ନୀ ଓ ଯୁକ୍ତ ଦୁଇ ପଢୁଥିବା ଏକମାତ୍ର ଝିଅ ବର୍ଷାରାଣୀଙ୍କ ସହିତ ଟେଲିଫୋନ ଯୋଗେ କଥା ହୋଇ ସମବେଦନା ଜଣାଇଥିଲେ। ମୁଖ୍ୟମନ୍ତ୍ରୀ ମୁରଲୀଙ୍କ ପତ୍ନୀ ଓ ଝିଅଙ୍କୁ କହିଥିଲେ ଯେ ଆପଣମାନେ ବ୍ୟସ୍ତ ହୁଅନ୍ତୁ ନାହିଁ, ଧୈର୍ଯ୍ୟ ରଖନ୍ତୁ। ମୁଁ ଆପଣଙ୍କ ସହିତ ଅଛି। ଝିଅକୁ କହିଥିଲେ ତୁମେ ଭଲ ପାଠ ପଢୁଛ। ତୁମେ କିପରି ପାଠ ପଢା ଜାରି ରଖିବ ସେଥିପାଇଁ ମୋର ସହଯୋଗ ରହିବ। ତୁମେ ଭଲ ପାଠ ପଢି ସମାଜରେ ପ୍ରତିଷ୍ଠିତ ହୁଅ, ସେଥିପାଇଁ ମୋର ଆଶୀର୍ବାଦ ଅଛି। ମୁଖ୍ୟମନ୍ତ୍ରୀ ପରଲୋକଗତ ମୁରଲିଧରଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିଥିଲେ। #PeoplesCM

I & PR Department, Odisha

48,535 views • 2 years ago